Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ , ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୦ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ , ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୦ ଜଣ

November 24
10:04 2021

ଭୁବନେଶ୍ୱର,୨୪/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୫୩ ଜଣ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୦ ଜଣ ରହିଛନ୍ତି ଜ୍ଝ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ପଜିଟିଭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରାଣ୍ଟିନରୁ ୧୬୬ ଜଣ ଓ ଲୋକାଲ କଣ୍ଟାକଟରୁ ୧୨୨ ଜଣ ଚିହ୍ନଟ ହୋଇଛନ୍ତି ଜ୍ଝ
ଗତ ୨୪ ଘଣ୍ଟା ମଧ୍ୟରେ କଟକରୁ ୨୧ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡାରୁ ୮ ଜଣ, ମୟୁରଭଞ୍ଜରୁ ୧୨, ପୁରୀରୁ ୧୫, ସମ୍ବଲପୁରରୁ ୧୭, ସୁନ୍ଦରଗଡରୁ ୧୧, ଷ୍ଟେଟ ପୁଲରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି ଜ୍ଝ
ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ରେ ପହଞ୍ଚିଥିବାବେଳେ୧୦ ଲକ୍ଷ ୩୭ ହଜାର ଜଣ ସୁସ୍ଥ ହୋଇଛନ୍ତି ଜ୍ଝ ସେହିପରି ବର୍ତ୍ତମାନ ୨୨୨୧ଟି ସକ୍ରିୟ ମାମଲା ରହିଥିବାବେଳେ ଦିନକୁ ଦିନ କରୋନା ଗ୍ରାଫ ବଢ଼ୁଥିବାର ଦେଖିବାକୁ ମିଳୁଛି ଜ୍ଝ

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031