Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

December 24
09:56 2021

ଭୁବନେଶ୍ୱର, ୨୪/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। କରୋନାରେ ପ୍ରାଣ ହରାଇଥିବା ଆଉ ୨ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର।
ପ୍ରାପ୍ତ ସୂଚନା ଅନୁଯାୟୀ, ବାଲେଶ୍ବର ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ତାଙ୍କର ବୟସ ୮୪ ବର୍ଷ ଓ ସେ ଜଣେ ମହିଳା ବୋଲି ଜଣାଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାର ଜଣେ ୫୮ ବର୍ଷିୟ ପୁରୁଷ ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031