Indus Valley Times

ଗଭୀର ଅବପାତରେ ରୂପ ନେଲା ଲଘୁଚାପ, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

 Breaking News

ଗଭୀର ଅବପାତରେ ରୂପ ନେଲା ଲଘୁଚାପ, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଗଭୀର ଅବପାତରେ ରୂପ ନେଲା ଲଘୁଚାପ, ଉତ୍ତର ଓଡିଶାରେ ପ୍ରବଳ ବର୍ଷା
September 15
11:08 2024

ଭୁବନେଶ୍ୱର, ୧୫/୯ : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ଲଘୁଚାପଟି ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିଲା । ଏହି ଲଘୁଚାପ ଉତ୍ତର ପଶ୍ଚିମ ଦେଇ ଗତି କରୁଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୬ ତାରିଖ ପର‌୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930