Indus Valley Times

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

 Breaking News

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

December 03
21:17 2020

ଭୁବନେଶ୍ୱର,୩/୧୨:ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ ଗିରଫ କଲା କ୍ରାଇମବ୍ରାଞ୍ଚ ।
ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସାଇବର ଥାନାରେ ଜେରା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଠକେଇ, ଜାଲିଆତି, ଓ ଅପରାଧିକ ଷଡ଼ଯନ୍ତ୍ର ମାମଲାରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଟାଟା କଂପାନିରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିଲେ। ପ୍ରଦୀପଙ୍କ ନାଁରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦(ଖ) ଲାଗିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031