Indus Valley Times

ଗୋ ସମ୍ବର୍ଦ୍ଧନା ସପ୍ତାହ ସମାରୋହ କାର୍ଯ୍ୟକ୍ରମ ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ

 Breaking News

ଗୋ ସମ୍ବର୍ଦ୍ଧନା ସପ୍ତାହ ସମାରୋହ କାର୍ଯ୍ୟକ୍ରମ ଉଦ୍ଘାଟନ କଲେ ଦଶପଲ୍ଲା ବିଧାୟକ

November 19
20:56 2020

ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ
ଦଶପଲ୍ଲା,୧୯/୧୧ : ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଆତ୍ମା କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଥିବା ଗୋ ସମ୍ବର୍ଦ୍ଧନା ସପ୍ତାହ ସମାରୋହ କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଉଦ୍ଘାଟନ କରିବା ସହ ଗୋ ସମ୍ବର୍ଦ୍ଧନା ସପ୍ତାହ ସମାରୋହ ପାଳନ ର ଉଦ୍ଦେଶ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ ,ପ୍ରାଣୀ ଚିକିତ୍ସାଧିକାରୀ ପ୍ରମୁଖ ଯୋଗଦେଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031