Indus Valley Times

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି : ବଡ଼ ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

 Breaking News

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି : ବଡ଼ ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି : ବଡ଼ ସୂଚନା ଦେଲେ ବିଭାଗୀୟ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
September 10
17:34 2025

ଭୁବନେଶ୍ୱର, ୧୦/୯ : ଦଶହରା ପୂର୍ବରୁ ନୂତନ ଅବକାରୀ ନୀତି ଆସିବାର ସମ୍ଭାବନା ରହିଛି । ପ୍ରତିନିଧି ଦଳ ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି । ଆଗାମୀ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ନୂଆ ନୀତି ଉପରେ ଆଲୋଚନା କରାଯାଇ ତଥ୍ୟ ଦିଆଯିବ ।
ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବାର ରହିଛି । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥିବିରାଜ ହରିଚନ୍ଦନ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031