Indus Valley Times

ଜନନାୟକ ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ଜନ୍ମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ପ୍ରଦାନ କଲେ ଦଶପଲ୍ଲା ବିଧାୟକ

 Breaking News

ଜନନାୟକ ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ଜନ୍ମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ପ୍ରଦାନ କଲେ ଦଶପଲ୍ଲା ବିଧାୟକ

November 23
20:54 2020

ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ
ଦଶପଲ୍ଲା,୨୩/୧୧ : ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ଜନ ସାଧାରଣ ଙ୍କ ହୃଦୟର ନେତା ,ଭକ୍ତି ଓ ସଂଗ୍ରାମ ର ପ୍ରତୀକ ତଥା ପୂର୍ବତନ କନ୍ଧମାଳ ସାଂସଦ ସ୍ବର୍ଗତ ରୁଦ୍ରମାଧବ ରାୟ ଙ୍କ ୮୪ ତମ ଜନ୍ମ ଜୟନ୍ତୀ ଅବସରରେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି।ଏଭଳି ଜଣେ ଜନ ନାୟକ ଙ୍କ ନିଷ୍ଠା,ତ୍ୟାଗ,ଏକାଗ୍ରତା,ସଦା ସର୍ବଦା ସମସ୍ତ ଙ୍କ ହୃଦୟରେ ଚିର ସ୍ମରଣୀୟ ହୋଇ ରହିବ ବୋଲି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031