Indus Valley Times

ଜନ୍ମସ୍ଥଳୀରେ ପାଳିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

 Breaking News

ଜନ୍ମସ୍ଥଳୀରେ ପାଳିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଜନ୍ମସ୍ଥଳୀରେ ପାଳିତ ହେଲା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
January 23
17:59 2025

କଟକ,୨୩/୧ : ପବିତ୍ର ନେତାଜୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀରେ ଆୟୋଜିତ ସ୍ଵତନ୍ତ୍ର କାର‌୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି।
ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ଏହାପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ନେତାଜୀଙ୍କ ଜୀବନକାଳକୁ ମନେପକାଇବା ପାଇଁ ଆୟୋଜିତ ସଭାରେ ନେତାଜୀଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031