Indus Valley Times

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ଫସଲ ବୀମା ଜିଲ୍ଲାସ୍ତରୀୟ ମନିଟରିଙ୍ଗ କମିଟି ବୈଠକ ଅନୁଷ୍ଠିତ

 Breaking News

August 07
10:47 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୭/୮ : (ବୁଧବାର )ସନ୍ଧ୍ୟା ୫ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଚଳିତ ବର୍ଷର ଖରିଫ ଋତୁ ପାଇଁ ପ୍ରଧାନ ମନ୍ତ୍ରୀ ଫସଲ ବୀମା ସମ୍ପର୍କୀତ ଜିଲ୍ଲା ମନିଟରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ସମବାୟ ସମିତି ସମୁହର ଉପ ନିବନ୍ଧକ ଗିରିଶ ଚନ୍ଦ୍ର ପୁରୋହିତ, ସହକାରୀ ନିବନ୍ଧକ ଫକୀର ମୋହନ ବାଘ, ବୌଦ୍ଧ ସମବାୟ କେନ୍ଦ୍ର ବ୍ୟାଙ୍କ ସମ୍ପାଦକ ସ୍ମିତାସ୍ରୀ ସାହୁ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପି. ଭେଙ୍କଟ ରମଣ ରାଓ ଓ ଅନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031