Indus Valley Times

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

 Breaking News

ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

September 26
19:07 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୬ /୯ : (ଶୁକ୍ରବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।
ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ଲରେନ୍ସ ରାଉତ ଙ୍କ ସହିତ ଅନ୍ୟ ପୋଲିସ ଅଧିକାରୀ , ବିଭିନ୍ନ ପୂଜା କମିଟିର ସଦସ୍ୟ ଓ ବିଭିନ୍ନ ସମ୍ପ୍ରଦାୟର ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।
ପୂଜା ମଣ୍ଡପ ଗୁଡିକର ବିଦ୍ୟୁତ ଅନୁମତି, ଅଗ୍ନିଶମ ବିଭାଗର ଅନୁମତି ଓ ମାଇକ ଅନୁମତି ନେବାକୁ ପଡିବ ବୋଲି ବୈଠକରେ ନିଷ୍ପତି ଗ୍ରହଣ ଜରା ଯାଇଥିଲା ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31