Indus Valley Times

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

 Breaking News

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ
February 16
12:49 2026

କୋରାପୁଟ, ୧୬/୨ : ଜୟପୁରରେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ବିକ୍ରମଦେବ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଥିବା ଏକ କବାଡ଼ିଖାନାରେ ନିଆଁ ଲାଗିଯାଇଛି ।
ଅଳିଆ ଆବର୍ଜନା ପଡ଼ିଥିବାରୁ ହୁ ହୁ ହୋଇ ନିଆଁ ସବୁଆଡେ ବ୍ୟାପିଯାଇଥିଲା । ଗତକାଲି ମଧ୍ୟରାତ୍ର ସମୟରେ ଏଭଳି ଅଗ୍ନିକାଣ୍ଡ ଘଟିଛି ।
ସବୁଠାରୁ ବଡ କଥା ହେଉଛି ଏଥିରେ କୌଣସି ବଡ଼ ଧରଣର କ୍ଷତି ହୋଇନାହିଁ । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀ ନିଆକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031