Indus Valley Times

ଝାଡ଼ଖଣ୍ଡରୁ ରାଇରଙ୍ଗପୁର ଚାଲାଣ କରୁଥିଲେ ବଜ୍ରକାପ୍ତା, ୮ ଧରାପଡ଼ିଲେ

 Breaking News

ଝାଡ଼ଖଣ୍ଡରୁ ରାଇରଙ୍ଗପୁର ଚାଲାଣ କରୁଥିଲେ ବଜ୍ରକାପ୍ତା, ୮ ଧରାପଡ଼ିଲେ

ଝାଡ଼ଖଣ୍ଡରୁ ରାଇରଙ୍ଗପୁର ଚାଲାଣ କରୁଥିଲେ ବଜ୍ରକାପ୍ତା, ୮ ଧରାପଡ଼ିଲେ
August 02
11:35 2023

ରାଇରଙ୍ଗପୁର,୨/୮: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଓ ରାଇରଙ୍ଗପୁର ବନଖଣ୍ଡ ପକ୍ଷରୁ ମିଳିତ ଚଢଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି।
ରାଇରଙ୍ଗପୁର ନିକଟରୁ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ସେମାନଙ୍କ ପାଖରୁ ଗୋଟିଏ ବୋଲୋରୋ ଗାଡ଼ି, ଗୋଟିଏ ସ୍କୁଟି ଓ ୮ଟି ମୋବାଇଲ ଫୋନ ଜବତ କରାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନଖଣ୍ଡ ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା ଏହି ସୂଚନା ଦେଇଛନ୍ତି।
ବଜ୍ରକାପ୍ତା ବିକ୍ରି ମୂଲଚାଲ ସମୟରେ ବନବିଭାଗ ପୂର୍ବ ସୂଚନା ଅନୁସାରେ ଯୋଜନାବଦ୍ଧ ଭାବେ ଏହି ସଫଳତା ପାଇଛି। ଗିରଫ ହୋଇଥିବା ୮ଜଣ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031