Legatus

ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

 Breaking News

ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍

ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍
May 02
10:50 2024

ଜଳେଶ୍ବର, ୨/୫: ଭୁବନେଶ୍ବରରୁ ଦୀଘା ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ତା ଥାନା ଏନଏଚ-୧୬ରେ ବରୁଣଗାଡ଼ିଆ ନିକଟରେ ଘରୋଇ ବସ୍ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବାବେଳେ ଏହି ଘଟଣାରେ ୩ ଯାତ୍ରୀ ଆହତ ହୋଇଛନ୍ତି।
ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଜଳେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍ରେ ୬୦ ଯାତ୍ରୀ ଥିବା କୁହାଯାଉଛି। ବସ୍ଟି ଆଗରେ ଯାଉଥିବା ଏକ ଗାଡ଼ିକୁ ପଛରୁ ଧକ୍କା ଦେଇଥିଲା।
ରାତି ୩ଟାରେ ଏହି ଦୁର୍ଘଟଣା ଘଟିଥିବା ପୁଲିସ୍ କହିଛି। ଖବର ପାଇ ପୁଲିସ୍ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ୍ ପକ୍ଷରୁ ତଦନ୍ତ ଜାରି ରହିଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31