Indus Valley Times

ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ବଡ଼ ଖବର; ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ସଞ୍ଜୀବ ପଣ୍ଡା ଓ ଯଶୋବନ୍ତ ଜେଠୱା

 Breaking News

ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ବଡ଼ ଖବର; ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ସଞ୍ଜୀବ ପଣ୍ଡା ଓ ଯଶୋବନ୍ତ ଜେଠୱା

ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ବଡ଼ ଖବର; ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ସଞ୍ଜୀବ ପଣ୍ଡା ଓ ଯଶୋବନ୍ତ ଜେଠୱା
August 10
15:26 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ଭୁବନେଶ୍ୱର ୧୦/୮ : ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ଆସିଲା ବଡ଼ ଖବର । ଦୁଇ ବରିଷ୍ଠ ଆଇପିଏସ୍ ସଞ୍ଜୀବ ପଣ୍ଡା ଓ ଯଶବନ୍ତ ଜେଠଓ୍ୱାଙ୍କୁ ମିଳିଛି ପଦୋନ୍ନତି । ADGରୁ DG ପାହ୍ୟାକୁ ପଦୋନ୍ନତି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଅନୁମୋଦନ ମିଳିସାରିଛି ।
ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ବଡ଼ ଖବର । ୨ IPSଙ୍କୁ DG ପାହ୍ୟକୁ ପଦୋନ୍ନତି । ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱା । ADGରୁ DG ପାହ୍ୟାକୁ ପଦୋନ୍ନତି ଦେଲେ ରାଜ୍ୟ ସରକାର । ପଦୋନ୍ନତି ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୬ ତାରିଖରେ ଡିଜିପି ଖୁରାନିଆଙ୍କ କାର‌୍ୟ୍ୟକାଳ ସରୁଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31