Indus Valley Times

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

 Breaking News

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’
November 03
17:35 2024

ଓଡ଼ିଶା,୩/୧୧ : ୩ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୮ରୁ ୨୦ ତାରିଖ ପର‌୍ୟ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031