Indus Valley Times

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ : ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

 Breaking News

November 11
10:15 2021

ଭୁବନେଶ୍ୱର, ୧୧/୧୧ : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହେବା ଫଳରେ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ରହିବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031