Indus Valley Times

ଦରମା ବିଲ୍‌ରେ ଦସ୍ତଖତ କରିବାକୁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡିଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ

 Breaking News

ଦରମା ବିଲ୍‌ରେ ଦସ୍ତଖତ କରିବାକୁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡିଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ

ଦରମା ବିଲ୍‌ରେ ଦସ୍ତଖତ କରିବାକୁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡିଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ
July 19
17:28 2024

ଆନନ୍ଦପୁର,୧୯/୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।
ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ ଟିମ୍ ଡାକ୍ତରଙ୍କ ଅଫିରରେ ମଧ୍ୟ ତଦନ୍ତ ଜାରି ରଖିଥିବା ଜଣାପଡିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031