Indus Valley Times

ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

 Breaking News

ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ
April 05
10:41 2024

ଭୁବନେଶ୍ୱର,୫/୪: ଦୁଇ ଏସ୍‌ପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ନେଇ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ରାଉରକେଲା ଏସ୍ପି ଭାବେ ବ୍ରିଜେଶ କୁମାର ରାୟ ଏବଂ ଅନୁଗୋଳର ଏସ୍ପି ଭାବେ ଉମାକାନ୍ତ ଦାସ ଦାୟିତ୍ୱ ନେଇଛନ୍ତି।
କଟକର ନୂଆ ଡିସିପି ଭାବେ ଆର ପ୍ରକାଶ ଦାୟିତ୍ୱ ନେଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930