Indus Valley Times

ଦୋଷୀ ଉପଯୁକ୍ତ ଦଣ୍ଡ ପାଇବାରେ ପୁଲିସର ମୁଖ୍ୟ ଭୂମିକା ରହିଛି : ଡ଼ିଜିପି

 Breaking News

ଦୋଷୀ ଉପଯୁକ୍ତ ଦଣ୍ଡ ପାଇବାରେ ପୁଲିସର ମୁଖ୍ୟ ଭୂମିକା ରହିଛି : ଡ଼ିଜିପି

October 16
11:31 2025

ଭୁବନେଶ୍ବର ୧୬/୧୦: ପୋଲିସ ଏସ୍‌ଆଇ ପରୀକ୍ଷା ବିଭ୍ରାଟ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ପୂର୍ବରୁ ପରୀକ୍ଷା ତ୍ରୁଟିଶୂନ୍ୟ ଏବଂ ଦୁର୍ନୀତି ମୁକ୍ତ କରିବା ପାଇଁ ଆମେ ବ୍ୟବସ୍ଥା କରିଥିଲୁ ।
ଏଥିପାଇଁ ଜିଲ୍ଲା ଏସ୍‌ପି ଓ ପୋଲିସ ଅଧିକାରୀ ମାନଙ୍କୁ ସତର୍କ କରାଯାଇଥିଲା । ଫଳସ୍ୱରୂପ ଆମେ ପରୀକ୍ଷାରେ ବିଭ୍ରାଟ ହେବା ପୂର୍ବରୁ ଠାବ କରିପାରିଲୁ । ଏ ଘଟଣାର ତଦନ୍ତ ଚାଲିଛି ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031