Legatus

ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତଜନନୀ ମା’ ଦୁର୍ଗା, କଟକ-ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

 Breaking News

ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତଜନନୀ ମା’ ଦୁର୍ଗା, କଟକ-ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗତଜନନୀ ମା’ ଦୁର୍ଗା, କଟକ-ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା
October 14
11:25 2024

ଭୁବନେଶ୍ୱର,୧୪/୧୦ : ଆଜି ମେଲାଣି ନେବେ ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।
କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍ ଛକ ପଟୁ ନାଲ୍‌କୋ ଛକ ଆଡ଼କୁ କୌଣସି ଯାନବାହନକୁ ଅନୁମତି ନାହିଁ।
ସେହିପରି କଟକରେ କଲେଜ ଛକଆଡୁ ଚାନ୍ଦିନୀଚୌକ ପର‌୍ୟ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟଣା ଜାରି କରିଛି ପ୍ରଶାସନ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31