Indus Valley Times

ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ, ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

 Breaking News

ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ, ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

August 04
19:56 2020

ନୂଆଦିଲ୍ଲୀ,୪/୮ : କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି । କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ ମୁଁ ଟେଷ୍ଟ କରାଇଥିଲି ଏବଂ ମୋର ରିପୋର୍ଟ ପଜିଟିଭ୍ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି ଏବଂ ସୁସ୍ଥ ଅଛି ।


ଗୁରୁଗାଁଓସ୍ଥିତ ମେଦାନ୍ତ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ପୂର୍ବରୁ ତାଙ୍କର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏକାନ୍ତବାସରେ ଥିଲେ । ଗତକାଲି ତାଙ୍କର ନମୁନା ପରୀକ୍ଷଣ ପାଇଁ ନିଆଯାଇଥିଲା । ଆଜି ତାହା କରୋନା ପଜିଟିଭ ଥିବା ଜଣାପଡ଼ିଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031