Indus Valley Times

ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

 Breaking News

ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
June 08
12:34 2024

ଭୁବନେଶ୍ବର, ୮/୬: ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ଶନିବାର ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବରିଷ୍ଠ ନେତାମାନଙ୍କ ମଧ୍ୟରେ ଦେବୀ ମିଶ୍ର, ପ୍ରତାପ ଜେନା, ଅତନୁ ସବ୍ୟସାଚୀ, କଳିକେଶ ସିଂଦେଓ,ସଞ୍ଜୟଦାସ ବର୍ମା, ପ୍ରତାପ ଦେବ ପ୍ରମୁଖ ନବୀନ ନିବାସରେ ପହଞ୍ଚିଥିଲେ।
ଦଳର ଆଗାମୀ କାର‌୍ୟ୍ୟପନ୍ଥା, ଆଭିମୁଖ୍ୟ ତଥା ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିବା ବରିଷ୍ଠ ନେତାମାନେ ସୂଚନା ପ୍ରଦାନ କରିଛନ୍ତି। କେଉଁ କାରଣରୁ ଏଥର ଦଳ ପରାଜୟ ବରଣ କଲା ସେନେଇ ଆଲୋଚନା କରିବାକୁ ନେତାମାନେ ଏକାଠି ହୋଇଥିବା କୁହାଯାଉଛି ।
ବିଜେଡିର ପରାଜୟ ପରେ ବିଜୟୀ ଓ ପରାଜିତ ନେତାଙ୍କୁ ନେଇ ନବୀନ ପଟ୍ଟନାୟକ ପୂର୍ବରୁ ବୈଠକ କରିଥିଲେ ବି ଆଜି ପୁଣିଥରେ ବରିଷ୍ଠ ନେତାଙ୍କୁ ନେଇ ବୈଠକ କରୁଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031