Indus Valley Times

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ

 Breaking News

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ
October 13
12:13 2025

ଭୁବନେଶ୍ୱର, ୧୩/୧୦ : ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ନଭେମ୍ବର ୧୧ରେ ଭୋଟ ହେବ । ୧୪ରେ ଫଳାଫଳ ଘୋଷଣା ହେବ।
ନୂଆପଡ଼ା ଉପ ନିର୍ବାଚନ ପାଇଁ ଉଭୟ ବିଜେଡି ଓ ଭାଜପାର ପ୍ରାର୍ଥୀ ଚୟନରେ ଦିନ ଗଡି ଚାଲିଥିବାବେଳେ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେଡି ଓ ଭାଜପାରେ ପ୍ରାର୍ଥୀ ଚୟନରେ କନ୍ଦଳ ଲାଗି ରହିଥିବାବେଳେ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଛି।
ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି ା ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031