Indus Valley Times

ନୟାଗଡ଼ ଜିଲ୍ଲା କୋରଡ଼ା ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

 Breaking News

ନୟାଗଡ଼ ଜିଲ୍ଲା କୋରଡ଼ା ପଞ୍ଚାୟତରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

August 16
10:42 2022

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼, ୧୬/୮: ନୟାଗଡ଼ ୭୬ ତମ ସ୍ୱାଧୀନତା ଦିବସ ଅବସରରେ କୋରଡ଼ା ପଞ୍ଚାୟତରେ ଏକ ବିଶାଳ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ଓ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅଧୀନ କୋରଡ଼ା ପଞ୍ଚାୟତରେ ଶତାଧିକ ସ୍ଥାନୀୟ ଲୋକେ ଏହି ବାଇକ ଶୋଭାଯାତ୍ରାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।
ସେବା ଉତ୍ସବ ସମିତି ଅଧକ୍ଷ ଶିବରାମ ମହାପାତ୍ର ଓ ସମାଜସେବୀ ଗୋଲଖ ବିହାରୀ ଗୋଛାୟତଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବାଇକ ଶୋଭାଯାତ୍ରାରେ ଶତାଧିକ ସ୍ଥାନୀୟ ବାସିନ୍ଦା ବାଇକ ଶୋଭାଯାତ୍ରାରେ ସାମିଲ ହୋଇ ଭାରତ ମାତାର ଜୟଗାନ କରି ଗ୍ରାମ ପରିକ୍ରମା କରିଥିଲେ ଓ
ଅନ୍ୟମାନଙ୍କ ମଧ୍ୟରେ ଆଜିର ଏହି ଶୋଭାଯାତ୍ରାରେ ପାଞ୍ଚଶାଖା କୃଷକ କ୍ଲବର ଭଗବାନ ସାହୁ,ପ୍ରଫୁଲ କୁମାର ବାରିକି, ଅନନ୍ତ ସାହୁ,ହରେକୃଷ୍ଣ ସାହୁ, ଅନ୍ତର୍ଯ୍ୟାମୀ ସୁବୁଦ୍ଧି,ସମୀର ମହାପାତ୍ର ପ୍ରମୁଖ ସାମିଲ ହୋଇଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031