Indus Valley Times

ନୟାଗଡ଼: ରୋଟାରୀ କ୍ଲବର ଗ୍ରୀନ ମିଶନ କାର୍ଯ୍ୟକ୍ରମ ମାଧ୍ୟମରେ ଫଳ ଚାରା ବଣ୍ଟନ

 Breaking News

ନୟାଗଡ଼: ରୋଟାରୀ କ୍ଲବର ଗ୍ରୀନ ମିଶନ କାର୍ଯ୍ୟକ୍ରମ ମାଧ୍ୟମରେ ଫଳ ଚାରା ବଣ୍ଟନ

July 29
19:58 2021

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ, ୨୯/୭ : ରୋଟାରୀ ଗ୍ରୀନ ମିଶନ କାର୍ଯ୍ୟକ୍ରମ ମାଧ୍ୟମରେ ଗୁରୁବାର ନୟାଗଡ ରୋଟାରୀ କ୍ଲବ ତରଫରୁ ଗମ୍ଭାରୀଡିହି ଗ୍ରାମରେ ୩୦୦ ଫଳ ଚାରା ସ୍ଥାନୀୟ ସରପଞ୍ଚଙ୍କ ସହାୟତା ଓ କ୍ଲବ ଅଧ୍ୟକ୍ଷ ଧିରେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀଙ୍କୁ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ରୋଟାରିଆନ ଆରିଫ ଖାନ ଏବଂ ସହାୟତା କରିଥିଲେ ରୋଟାରିଆନ ପ୍ରସନ୍ନ ବସନ୍ତିଆ, ଆଦିତ୍ୟ ମିଶ୍ର ଓ କ୍ଲବ କୋଷାଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ରଥ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031