Indus Valley Times

ନୟାଗଡ଼ ରୋଟାରୀ କ୍ଲବ ଆନୁକୂଲ୍ୟରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

 Breaking News

ନୟାଗଡ଼ ରୋଟାରୀ କ୍ଲବ ଆନୁକୂଲ୍ୟରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ

August 05
19:39 2021

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼ ,୫/୮ :ନୟାଗଡ଼ ରୋଟାରୀ କ୍ଲବ ସମ୍ମିଳନୀ ଗୃହରେ ରୋଟାରୀ କ୍ଲବ ସଭାପତି ଧିରେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ସାମ୍ବାଦିକମାନଙ୍କୁ ନେଇ ଓଡ଼ିଆ ସାମ୍ବାଦିକତା ଦିବସ ପାଳନ ହୋଇଯାଇଛି।
ଆୟୋଜିତ ଏହି ସଭାରେ ପୈାର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକ, ଆଇନଜୀବି ରଣଜିତ ଦାସ, ଉତ୍କଳ ସାମ୍ବାଦିକ ସଂଘ ସଭାପତି ଶ୍ରୀକାନ୍ତ ଖଟେଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।
ଅତିଥିମାନେ ସାମ୍ବାଦିକତା ସମ୍ପର୍କରେ ନିଜନିଜର ସୁଚିନ୍ତିତ ମତାମତ ପ୍ରକାଶ କରିଥିଲେ। ଏହି ସଭାରେ ପ୍ରିଣ୍ଟ, ଡିଜିଟାଲ, ବୈଦୁତିକ ଗଣମାଧ୍ୟମ ର ପ୍ରତିନିଧି ମାନେ ଯୋଗଦେଇଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031