Indus Valley Times

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୫ରେ ଭୋଟ୍

 Breaking News

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୫ରେ ଭୋଟ୍

ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୫ରେ ଭୋଟ୍
November 10
11:51 2022

ପଦ୍ମପୁର, ୧୦/୧୧: ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନଭେମ୍ବର ୧୭ ଯାଏଁ ନାମାଙ୍କନ ପତ୍ର ଦାଖଲ କରାଯିବ ।
ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ପରେ ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏବେ ଯାଏଁ କୌଣସି ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଚୁଡାନ୍ତ ହୋଇ ନାହିଁ । ପଦ୍ମପୁର ଉପଜିଲ୍ଲାପାଲଙ୍କ କାର୍ଯ୍ୟାଳୟ ଠାରେ ନିର୍ବାଚନ ଅଧିକାରୀଙ୍କ ପାଖରେ ନାମାଙ୍କନ ପତ୍ର ଦାଖଳ କରାଯିବା ପାଇଁ ପ୍ରଶାସନ ପକ୍ଷରୁ ଚୁଡାନ୍ତ ପ୍ରସ୍ତୁତି ହୋଇ ସାରିଛି । ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମଧ୍ୟ ମୁତୟନ ହୋଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031