Indus Valley Times

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ

 Breaking News

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର: ନିର୍ମଳା ସୀତାରମଣ
July 23
13:03 2024

ନୂଆଦିଲ୍ଲୀ,୨୩/୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ।
ତେବେ ମୋଦି ସରକାରଙ୍କ ଏହି ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି। ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟ୍ରେ ବିଶେଷ ଧ୍ୟାନ ଦେଇଛନ୍ତି।
ଏଥି ସହ ବଜେଟ୍ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ ଦିଆଯାଇଛି । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ତେଣୁ ଓଡ଼ିଶାରେ ପର୍ଯ୍ୟଟନକୁ ବିଶେଷ ଗୁରୁତ୍ୱ ଦିଆଯିବ । ବଣ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମିର ବିକାଶ ପାଇଁ ସ୍ବତନ୍ତ୍ର ଆର୍ଥିକ ସହାୟତା ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031