Indus Valley Times

ପାରାଦୀପ ବନ୍ଦର ଏସସି/ଏସଟି ଆସୋସିଏସନ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

 Breaking News

ପାରାଦୀପ ବନ୍ଦର ଏସସି/ଏସଟି ଆସୋସିଏସନ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

ପାରାଦୀପ ବନ୍ଦର ଏସସି/ଏସଟି ଆସୋସିଏସନ ପକ୍ଷରୁ ସମ୍ବିଧାନ ଦିବସ ପାଳିତ
November 27
09:18 2022

By Pravakar Sahoo

ପାରାଦୀପ,୨୬/୧୧: ପାରାଦୀପ ବନ୍ଦର ଏସସି/ଏସଟି ୱେଲଫେୟାର ଆସୋସିଏସନ ପକ୍ଷରୁ ପାରାଦୀପସ୍ଥିତ ଡଃ. ବି.ଆର. ଆମ୍ବେଦକର ପାର୍କ ପରିସରରେ ଶନିବାର ଦିନ ୧୬୬ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି ।

ଏହି ଅବସରରେ ଆସୋସିଏସନ ପକ୍ଷରୁ ସମ୍ବିଧାନ ପ୍ରଣେତା ବାବାସାହେବ ଭାରତରତ୍ନ ଡଃ. ବି.ଆର. ଆମ୍ବେଦରଙ୍କ ପ୍ରତିମୂର୍ତିରେ ସାଧାରଣ ସମ୍ପାଦକ ଧୁନଚନ୍ଦ୍ର ତରାଇ, ସହସମ୍ପାଦକ ଅଜୟ କୁମାର ବେହେରା, ବନ୍ଦରର ପୂର୍ବତନ ଟ୍ରଷ୍ଟି ପରେଶ ମୁର୍ମୁ, ବର୍ତମାନର ଟ୍ରଷ୍ଟି ସୁନିଲ କାନ୍ତ ଦାସ, ଲିତାରାମ ହାଇବ୍ରୁ, ବିପ୍ଳବ କୁମାର ଜେନା, ମହେଶ୍ୱର ସୋରେନଙ୍କ ସମେତ ଅନ୍ୟ ବହୁ ସଦସ୍ୟମାନେ ମାଲ୍ୟାଅର୍ପଣ କରି ସମ୍ବିଧାନ ଦିବସ ପାଳନ କରିଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031