Indus Valley Times

ପୁଣି ବଢ଼ିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୧୯ ଜଣ ୧୮ ବର୍ଷରୁ କମ୍ ବୟସର

 Breaking News

ପୁଣି ବଢ଼ିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୧୯ ଜଣ ୧୮ ବର୍ଷରୁ କମ୍ ବୟସର

ପୁଣି ବଢ଼ିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୧୯ ଜଣ ୧୮ ବର୍ଷରୁ କମ୍ ବୟସର
September 02
10:35 2022

ଭୁବନେଶ୍ୱର,୨/୯: ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୦୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୭୦୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୦୬୭୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031