Indus Valley Times

ପୁରୀରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

ପୁରୀରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ
July 01
10:10 2020

ପୁରୀ,୧/୭: ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।
ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ ଯେଉଁମାନେ ସାମିଲ ହୋଇଛନ୍ତି ସମସ୍ତଙ୍କର କରୋନା ଟେଷ୍ଟରେ ନେଗେଟିଭ ଥିବାର ଜିଲ୍ଲା ପ୍ରଶାସନ ଜଣାଇଛି ।
ଅନ୍ୟପଟେ କଟକରୁ ଆଜି ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ଏମାନଙ୍କ ମଧ୍ୟରୁ ବଡମ୍ବା ଅଂଚଳର ୧୭ ଜଣ, ନିଆଳି ଅଂଚଳର ୨ ଜଣ, କଣ୍ଟାପଡାରୁ ୨ ଜଣ, ନିଶ୍ଚିନ୍ତକୋଇଲିରୁ ୯ ଜଣ, ସିଏମସି ବା କଟକ ମ୍ୟୁନିସିପାଲଟି ଅଂଚଳରୁ ୮ ଜଣ, ଏନଡିଆରଏଫର ଜଣେ ଯବାନ ଚିହ୍ନଟ ହୋଇଛନ୍ତି ।
-Sambad

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031