Indus Valley Times

ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

 Breaking News

ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ
March 14
14:58 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୪/୩ : (ଶୁକ୍ରବାର) ଦିନ ଅପରାହ୍ନ ଘ ୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକ ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ।
ସେଠାରେ ପହଞ୍ଚି ଡାକ୍ତର ଖାନାର ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ ଓ ଚିକିତ୍ସକ୍ଷ ସୁବିଧା ସୁଯୋଗ ନେଇ ରୋଗୀ ମାନଙ୍କ ସହ ୱାର୍ଡ ରେ ଆଲୋଚନା କରିଥିଲେ । ପରେ ଡିଗ୍ରୀ ମହାବିଦ୍ୟାଳୟ ନିକଟରେ ନିର୍ମାଣାଧିନ ଡାକ୍ତରଖାନା କୋଠାର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ ।
ନିର୍ମାଣ କାର‌୍ୟ୍ୟ ଶୀଘ୍ର ସମ୍ପୁର୍ଣ୍ଣ କରିବାକୁ ଠିକା ସଂସ୍ଥା କୁ ନିର୍ଦ୍ଦେଶ ଦେଇଥିଲେ । ପରିଦର୍ଶନ ସମୟରେ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ ଏବଂ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031