Indus Valley Times

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିପାତ

 Breaking News

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିପାତ

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିପାତ
April 30
11:12 2024

ରାୟପୁର/ମାଲକାନଗିରି,୩୦/୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍ଡିଏଫ୍ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031