Indus Valley Times

ପ୍ରଥମରୁ ଯୁକ୍ତ ୨ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ବସ୍ ସେବା, ୟୁନିଫର୍ମ ଏବଂ ଆଇ-କାର୍ଡ ଦେଖାଇବା ବାଧ୍ୟତାମୂଳକ

 Breaking News

ପ୍ରଥମରୁ ଯୁକ୍ତ ୨ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ବସ୍ ସେବା, ୟୁନିଫର୍ମ ଏବଂ ଆଇ-କାର୍ଡ ଦେଖାଇବା ବାଧ୍ୟତାମୂଳକ

August 22
12:21 2025

ଭୁବନେଶ୍ୱର,୨୨/୮: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ।
ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ।
ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। ଘଉଋଜଞ ଢ଼ାଞ୍ଚାରେ ଝଉଋଜଞକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930