Indus Valley Times

ପ୍ରଦୀପ ଜେନାଙ୍କୁ ନୂଆ ଦାୟିତ୍ବ, ଓଇଆରସିର ଅଧକ୍ଷ ଭାବେ ହେଲେ ନିଯୁକ୍ତ

 Breaking News

ପ୍ରଦୀପ ଜେନାଙ୍କୁ ନୂଆ ଦାୟିତ୍ବ, ଓଇଆରସିର ଅଧକ୍ଷ ଭାବେ ହେଲେ ନିଯୁକ୍ତ

March 28
19:14 2025

ଭୁବନେଶ୍ୱର,୨୮/୩ : ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି । ଏହି ପଦବୀ ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଖାଲି ଥିଲା ପଡ଼ିଥିଲା।
ସୂଚନାଥାଉକି, ୧୯୮୯ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ପ୍ରଦୀପ ଜେନା ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟ କରିଛନ୍ତି। ମୁଖ୍ୟ ଶାସନ ସଚିବ ହେବା ପୂର୍ବରୁ ସେ ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର ଓ ଉନ୍ନୟନ କମିଶନର ଭାବରେ ଦାୟିତ୍ୱରେ ରହିଥିଲେ। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ ଡେଭଲପେଣ୍ଟ କମିଶନର ଅଫ ଓ ଦାୟିତ୍ୱରେ ମଧ୍ୟ ନିଯୁକ୍ତ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031