Indus Valley Times

ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଯୁବତୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

 Breaking News

ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଯୁବତୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଯୁବତୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ
July 30
19:50 2020

ଭୁବନେଶ୍ବର,୨୯/୭: ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ। ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣିଲେ ଜଣେ ଯୁବତୀ। ଫିଲ୍ମରେ ଅଭିନୟ କରିବାକୁ ନେଇ ଯୁବତୀଙ୍କୁ ଡାକିଥିଲେ ପିଣ୍ଟୁ।ପିଣ୍ଟୁଙ୍କୁ ଦେଖା କରିବାବେଳେ ସେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ।ନୟାପଲ୍ଲୀ ଥାନାରେ ପିଣ୍ଟୁଙ୍କୁ ପଚରାଉଚରା କଲା ପୋଲିସ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031