Indus Valley Times

ବରଗଡ଼ରେ ଖୋଲିଲା ଧାନମଣ୍ଡି, ବିନା କଟନି ଛଟନିରେ ହେବ ଧାନ ସଂଗ୍ରହ

 Breaking News

ବରଗଡ଼ରେ ଖୋଲିଲା ଧାନମଣ୍ଡି, ବିନା କଟନି ଛଟନିରେ ହେବ ଧାନ ସଂଗ୍ରହ

November 20
17:03 2024

ବରଗଡ଼, ୨୦/୧୧: ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଲାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି ଆରମ୍ଭ କଲେ ଧାନ କିଣା ପ୍ରକ୍ରିୟା ।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ। ବରଗ ଜିଲାରେ ଏଥର ବରଗଡ଼ ଅତାବିରା ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନରେ ୨୨୯ ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930