Indus Valley Times

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର; ରାଜ୍ୟ ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର

 Breaking News

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର; ରାଜ୍ୟ ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର

ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର; ରାଜ୍ୟ ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
April 07
10:00 2024

ଭୁବନେଶ୍ବର,୭/୪: ବିଜେପି ଛାଡ଼ିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତ୍ରୀ ତଥା ଦଳର ଉପସଭାପତି ଲେଖାଶ୍ରୀ ସାମନ୍ତସିଂହାର। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ। ଦଳର ପ୍ରତିଟି କାର‌୍ୟ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି।
ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ। ତେଣୁ ବିଜେପି ଛାଡ଼ିବାର ନିଷ୍ପତ୍ତି ନେଇଥିବା ନିଜର ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031