Indus Valley Times

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

 Breaking News

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
February 11
17:00 2025

ଭୁବନେଶ୍ୱର,୧୧/୨ : ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଥିବା ମହିଳା କମିଶନ କ୍ଷମତାହୀନ । କମିଶନଙ୍କ ଅଧିକାର ସମନ୍ କରିବା, ଡାକିବା, ଏବଂ ଦଣ୍ଡିତ କରିବା ।
ମାତ୍ର ରାଜ୍ୟରେ ମହିଳା କମିଶନଙ୍କର ଦଣ୍ଡିତ କରିବା ଅଧିକାର ନାହିଁ । ୩୨ ବର୍ଷ ହେଲାଣି ମହିଳା କମିଶନ କେବଳ ସୁପାରିସ୍ କରୁଛନ୍ତି ।
କମିଶନଙ୍କର ପୋଲିସ ପାୱାର ବିନା କୌଣସି ମାନେ ନାହିଁ । କମିଶନ ନିଜେ କାର୍ଯ୍ୟାନୁଷ୍ଠାନ ନେବା ଦରକାର, ନହେଲେ ମାନେ କିଛି ନାହିଁ ।
ମହିଳା କମିଶନଙ୍କୁ କ୍ଷମତା ଦେବା ପାଇଁ ଏବେ ସମୟ ଆସିଛି ବୋଲି କହିଛନ୍ତି ଶ୍ରୀମତି ପରିଡ଼ା । ସେ ଅଧିକାର ସରକାର ଦେବେ ଏବଂ ମହିଳା କମିଶନ କ୍ଷମତା ସମ୍ପନ୍ନ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ଅନ୍ୟପକ୍ଷରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ଆଜି ଓଡ଼ିଶା ଗସ୍ତରେ ଆସି ଅଭିଯୋଗ ଶୁଣାଣି କରିବାର କାର‌୍ୟ୍ୟକ୍ରମ ରହିଛି । ଭୁବନେଶ୍ୱର ମ୍ୟୁନିସିପାଲଟି କାର୍ଯ୍ୟାଳୟରେ ଶୁଣାଣି ହେବାର ରହିଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031