Indus Valley Times

ବ୍ୟକ୍ତି କୈନ୍ଦ୍ରିକ ଭାବେ ଖର୍ଚ୍ଚ ହେଉଥିଲା ପର୍ଯ୍ୟଟନ ଟଙ୍କା: ଉପମୁଖ୍ୟମନ୍ତ୍ରୀ

 Breaking News

ବ୍ୟକ୍ତି କୈନ୍ଦ୍ରିକ ଭାବେ ଖର୍ଚ୍ଚ ହେଉଥିଲା ପର୍ଯ୍ୟଟନ ଟଙ୍କା: ଉପମୁଖ୍ୟମନ୍ତ୍ରୀ

ବ୍ୟକ୍ତି କୈନ୍ଦ୍ରିକ ଭାବେ ଖର୍ଚ୍ଚ ହେଉଥିଲା ପର୍ଯ୍ୟଟନ ଟଙ୍କା: ଉପମୁଖ୍ୟମନ୍ତ୍ରୀ
March 01
16:53 2025

ଭୁବନେଶ୍ୱର,୧/୩: ପର୍ଯ୍ୟଟନ ବିକାଶକୁ ନେଇ ପୂର୍ବ ସରକାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଟାର୍ଗେଟ।
ସେ କାହାର ନାଁ ନ ନେଇ ବ୍ୟକ୍ତିକେନ୍ଦ୍ରିକ ଭାବେ ପର୍ଯ୍ୟଟନ ଟଙ୍କା ଖର୍ଚ୍ଚ କରାଯାଉଥିଲା ବୋଲି କହିଛନ୍ତି। ସେ କହିଛନ୍ତି ଜଣଙ୍କ ପ୍ରଚାର ପ୍ରସାର ପାଇଁ ପର୍ଯ୍ୟଟନର ସମସ୍ତ ଟଙ୍କା ବଣ୍ଟା ଯାଉଥିଲା।
ଭାଜପା ନିର୍ଦ୍ଦିଷ୍ଟ ବ୍ୟକ୍ତିର ପ୍ରଚାର ପ୍ରସାର କରିବ ନାହିଁ। ଶାଗମାଛ ଦରରେ ପର୍ଯ୍ୟଟନ ସ୍ଥଳୀକୁ ଦଳୀୟ କର୍ମୀଙ୍କୁ ଦେଇଛନ୍ତି। ଏବେ ବି ପ୍ରମୁଖ ପର୍ଯ୍ୟଟନ ସ୍ଥଳକୁ ଆହୁରି ନିବେଶକଙ୍କୁ ଦିଆଯିବ। ପର୍ଯ୍ୟଟନ ପାଇଁ ୮ ହଜାର ୧୫୩ କୋଟି ନିବେଶ କ୍ଲିୟରାନ୍ସ ସ୍ପିଡ୍‌ରେ ହେଉଛି।
ସେ ଆହୁରି କହିଛନ୍ତି, ଶେଷ ୧୫ ଓଭର ଦେଖିବାକୁ ଅପେକ୍ଷା କର । ୫୦ ଓଭର ମ୍ୟାଚ ଖେଳ ହେଉଛି, ବିରୋଧୀ ପ୍ରଥମ ୧୫ ଓଭରରେ ସବୁ ରନ ଆଶା କରୁଛନ୍ତି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031