Indus Valley Times

ଭିଜିଲାନ୍ସ ଜାଲରେ ଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଚିକିତ୍ସା ଅଧିକାରୀ ତ୍ରିଲୋଚନ ଧଳ

 Breaking News

ଭିଜିଲାନ୍ସ ଜାଲରେ ଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଚିକିତ୍ସା ଅଧିକାରୀ ତ୍ରିଲୋଚନ ଧଳ

ଭିଜିଲାନ୍ସ ଜାଲରେ ଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଚିକିତ୍ସା ଅଧିକାରୀ ତ୍ରିଲୋଚନ ଧଳ
August 08
12:08 2021

ଭୁବନେଶ୍ୱର,୮ /୮: ଭିଜିଲାନ୍ସ ଜାଲରେ ପଡିଛନ୍ତି ନୂଆପଡ଼ା ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଚିକିତ୍ସା ଅଧିକାରୀ ତ୍ରିଲୋଚନ ଧଳ । ମିଳିଥିବା ସୂଚନା ଅନୁଯାୟୀ, ନୂଆପଡ଼ା ମୁଖ୍ୟ ପ୍ରାଣୀସମ୍ପଦ ଚିକିତ୍ସା ଅଧିକାରୀ ତ୍ରିଲୋଚନ ଧଳଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି ।
ଏହା ବ୍ୟତୀତ ତ୍ରିଲୋଚନଙ୍କ କାର୍ଯ୍ୟାଳୟ, ସରକାରୀ ଘର ଓ କଟକର ନରାଜସ୍ଥିତ ପୈତୃକ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି।
ତେବେ ତ୍ରିଲୋଚନ ଧଳଙ୍କ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ଜବତ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031