Indus Valley Times

ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକାସାଙ୍ଗେ ୯ଟି ସ୍ଥାନରେ ଚାଲିଛି ଚଢାଉ

 Breaking News

ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକାସାଙ୍ଗେ ୯ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକାସାଙ୍ଗେ ୯ଟି ସ୍ଥାନରେ ଚାଲିଛି ଚଢାଉ
March 25
10:42 2025

ଖୋର୍ଦ୍ଧା,୨୫/୩: ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର‌୍ୟ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି।
କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣିଙ୍କ କାର୍ଯ୍ୟାଳୟ ସମେତ ତାଙ୍କର ଗଞ୍ଜାମ ସୋର ସ୍ଥିତ ବାସଭବନ, ଅଫିସ କାର୍ଯ୍ୟାଳୟରେ ବର୍ତ୍ତମାନ ଢ଼ାଉ ଜାରି ରହିଛି।
ଅଫିସ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଫାଇଲ ପତ୍ର ଯାଞ୍ଚ କରୁଛି। ଅନ୍ୟପକ୍ଷେ ସୋର ତାଙ୍କର ୩ଟି ଘର ରହିଥିବା ଜଣାପଡିଛି। ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ମିଳଛି। ଏପରିକି ତାଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍ ଚଢାଉ କରିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930