Indus Valley Times

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ ଉଦୟନାଥ ଜେନା

 Breaking News

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ ଉଦୟନାଥ ଜେନା

November 12
12:32 2020

ଭୁବନେଶ୍ୱର,୧୨/୧୧:ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଉପଜିଲ୍ଲାପାଳ ଅଫିସର ବରିଷ୍ଠ କିରାଣୀ ଉଦୟନାଥ ଜେନା । ଉଦୟନାଥଙ୍କ ଘର ସମେତ ତିନିଟି ସ୍ଥାନରେ ଏକକାଳୀନ ଭିଜିଲାନସ ଚଢଉ ଜାରି ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଦିନ ସକାଳେ ଭୁବନେଶ୍ୱର ଭିଜିଲାନସ ପକ୍ଷରୁ ଉଦୟନାଥ ଜେନାଙ୍କ ସୁନ୍ଦରପଦାସ୍ଥିତ ଘର, କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ୍ ଅନ୍ତର୍ଗତ ଏଣ୍ଡୁଳପୁର ଗ୍ରାମରେ ଥିବା ପୈତୃକ ଘର ଓ ତାଙ୍କ ଅଫିସରେ ଚଢଉ ଜାରି ରହିଛି। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନସ ଜଜଙ୍କ ନିର୍ଦ୍ଦେଶକ୍ରମେ ଏହା ଚଢଉ କରାଯାଉଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031