Indus Valley Times

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍ଡି

 Breaking News

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍ଡି

January 28
09:51 2022

ରାଉରକେଲା, ୨୮/୧: ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍ଡି । ସୁନ୍ଦରଗଡ ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁର ଭଭାଟୁପଦା ସ୍ଥିତ ଘରେ ଚଢାଉ ଚାଲିଛି । ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ । ତେବେ ଏପର୍ଯ୍ୟନ୍ତ ତାଙ୍କର କେତେ ସମ୍ପତ୍ତି ଠାବ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଭିଜିଲାନ୍ସ ଟିମ୍ ର ତଦନ୍ତ ପରେ ତାହା ସ୍ପଷ୍ଟ ଜଣାପଡିବ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031