ଭୁବନେଶ୍ୱରରୁ ୯୩ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ
October 29
20:55
2020
ଭୁବନେଶ୍ୱର,୨୯/୧୦: ଭୁବନେଶ୍ୱରରେ ଦିନକୁ ଦିନ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ଦିନ ୯୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୨୧ଜଣ ସଂଗରୋଧ ଓ ୭୨ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଏହା ସହ ଭୁବନେଶ୍ୱରରୁ ଆଜି ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।