Indus Valley Times

ମାଞ୍ଜା ସୂତା ବିକ୍ରି କିମ୍ବା ଗୁଡ଼ି ଉଡ଼ାଇଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

 Breaking News

ମାଞ୍ଜା ସୂତା ବିକ୍ରି କିମ୍ବା ଗୁଡ଼ି ଉଡ଼ାଇଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ

December 14
21:50 2024

କଟକ,୧୪/୧୨: ଆଗକୁ ମକର ସଂକ୍ରାନ୍ତି। ଆରମ୍ଭ ହୋଇଯିବ ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି।
ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି କଟକ ଡିସିପି ଚରଣ ସିଂ ମୀନା କହିଛନ୍ତି। ଏପରିକି ମାଞ୍ଜା ସୂତା ବ୍ୟାନ ସହ ବିକ୍ରି ଉପରେ ହାଇକୋର୍ଟ ମଧ୍ୟ କଟକଣା ଲଗାଇଛନ୍ତି। ମାଞ୍ଜା ସୂତା ବିକ୍ରି କଲେ ବ୍ୟବସାୟୀଙ୍କୁ ଧରିବାକୁ କଟକ ଡିସିପି ନିର୍ଦ୍ଦେଶ ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031