Indus Valley Times

ମାର୍ଚ୍ଚ ୮ ରେ ସମସ୍ତେ ଏକା ସାଙ୍ଗରେ ପାଇବେ ୨ୟ କିସ୍ତି: ଉପ ମୁଖ୍ୟମନ୍ତ୍ରୀ

 Breaking News

ମାର୍ଚ୍ଚ ୮ ରେ ସମସ୍ତେ ଏକା ସାଙ୍ଗରେ ପାଇବେ ୨ୟ କିସ୍ତି: ଉପ ମୁଖ୍ୟମନ୍ତ୍ରୀ

ମାର୍ଚ୍ଚ ୮ ରେ ସମସ୍ତେ ଏକା ସାଙ୍ଗରେ ପାଇବେ ୨ୟ କିସ୍ତି: ଉପ ମୁଖ୍ୟମନ୍ତ୍ରୀ
September 25
12:21 2024

ଭୁବନେଶ୍ୱର,୨୫/୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି।
ସେ କହିଛନ୍ତି, ୨ ଦିନ ତଳେ ଯାହା ରଭ୍ୟୁ ନେଇଥିଲି ୯୨ ଲକ୍ଷ ପାଖା ପାଖି ଲୋକେ ସୁଭଦ୍ରା ଯୋଜନା ପାଇଁ ଆବଦେନ କରିଥିଲେ। ଆମେ ୨୫ ଲକ୍ଷ ୧୧ ହଜାର ଲୋକଙ୍କୁ ଦେଇଛୁ। ଆଉ ଗୋଟିଏ ସପ୍ତାହ ଭିତରେ ୧ କୋଟି ଲୋକଙ୍କ ଆବଦେନ ବୋଧେ ଆସିଯାଇଥିବ। ସୁଭଦ୍ରା ଯୋଜନା କୋଟିଏ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ୧ରୁ ସ୍ଲାବ ହେବ ପୁଣି ଲୋକଙ୍କୁ ଦିଆଯିବ।
ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଏଥର ୨୫ ଲକ୍ଷ ୧୧ ହଜାର ଲୋକଙ୍କ ପାଖେ ପହଞ୍ଚିବୁ। ପ୍ରଥମ କିସ୍ତି ସମସ୍ତେ ପାଇବା ପରେ ଏଭଳି ସ୍ଥିତି ହେବ ନାହିଁ। ତେଣୁ ମାର୍ଚ୍ଚ ୮ରେ ସମସ୍ତେ ଏକା ସାଙ୍ଗରେ ୨ଟି କିସ୍ତି ଟଙ୍କା ପାଇବେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031