Indus Valley Times

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ୨ ଜଣ ହାର୍ଡକୋର ମାଓବାଦୀ ନିହତ

 Breaking News

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ୨ ଜଣ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ୨ ଜଣ ହାର୍ଡକୋର ମାଓବାଦୀ ନିହତ
September 05
16:12 2023

ଛତିଶଗଡ଼,୫/୯ : ଛତିଶଗଡ଼ର ସୁକମା ଜିଲ୍ଲାରେ ପୁଲିସ ଗୁଳିରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ସେମାନଙ୍କ ଠାରୁ ୨ ଟି ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ଜବତ କରାଯାଇଛି।
ସୁକମା ଏଏସ୍ପି ପ୍ରଭାତ କୁମାରଙ୍କ ସୂଚନା ଅନୁଯାୟୀ, ଚିନ୍ତଗୁମ୍ଫା ଥାନା ଅନ୍ତର୍ଗତ ତାଡମେଟଲା ଓ ଦୁଲେର ଜଙ୍ଗଲରେ ଜାଗରକୋଣ୍ଡା ଏରିଆ କମିଟିର ୧୦ରୁ ୧୨ ଜଣ ସଶସ୍ତ୍ର ନକ୍ସଲ ଥିବା ଖବର ମିଳିଥିଲା। ଏହା ପରେ ଊଜଏ ଓ ଉଜଚୠ ଯବାନମାନେ ଅପରେସନ ଯାଇଥିଲେ। ସେହି ସମୟରେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାମୁହିଁ ହୋଇଥିଲା। ଉଭୟ ପକ୍ଷ ମଧ୍ୟରେ ପ୍ରାୟ ୨ ଘଣ୍ଟା ଧରି ଗୁଳିବିନିମୟ ଚାଲିଥିଲା। ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ।
ସର୍ଚ୍ଚ ଅପରେସନ ବେଳେ ଘଟଣାସ୍ଥଳରୁ ୨ ଜଣ ପୁରୁଷ ନକ୍ସଲଙ୍କ ମୃତଦେହ ସହିତ ବନ୍ଧୁକ ଓ ବିସ୍ଫୋରକ ଜବତ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031