Indus Valley Times

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

 Breaking News

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ମୁଖ୍ୟଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା
December 27
12:54 2024

ଭୁବନେଶ୍ୱର,୨୭/୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା।
ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।
ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ।
ରାଜ୍ୟରେ ଭାଜପା ସରକାର ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓ ଫେରାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଏହା ପରେ ସେ ଭୁବନେଶ୍ୱର ଫେରିଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031