Indus Valley Times

ମୁଣ୍ଡରେ ଚଢ଼ିଗଲା ଟ୍ରଲର୍, ଚାଲିଗଲା ଦୁଇ ବାଇକ ଆରୋହୀଙ୍କ ଜୀବନ

 Breaking News

ମୁଣ୍ଡରେ ଚଢ଼ିଗଲା ଟ୍ରଲର୍, ଚାଲିଗଲା ଦୁଇ ବାଇକ ଆରୋହୀଙ୍କ ଜୀବନ

ମୁଣ୍ଡରେ ଚଢ଼ିଗଲା ଟ୍ରଲର୍, ଚାଲିଗଲା ଦୁଇ ବାଇକ ଆରୋହୀଙ୍କ ଜୀବନ
December 06
11:55 2025

ବଣାଇ/ଓଡ଼଼ିଶା,୬/୧୨ : ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ ଏ ପର‌୍ୟ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇବା ସହିତ ଟ୍ରେଲର ଡ୍ରାଇଭରକୁ ମଧ୍ୟ ଅଟକ ରଖିଛି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930